DRDOରୁ ତଥ୍ୟ ଲିକ୍ ଅଭିଯୋଗ, ୫ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇନେଲା ପୋଲିସ

0

ଆଇଏସଆଇକୁ ପ୍ରତିରକ୍ଷା ବିଭାଗର ତଥ୍ୟ ଲିକ ଅଭିଯୋଗରେ ଚାନ୍ଦିପୁର DRDOରୁ ୫ ଅସ୍ଥାୟୀ କର୍ମଚାରୀଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ୱାଡ୍ । ବାଲେଶ୍ୱର ପୋଲିସର ସ୍ପେଶାଲ ସ୍କ୍ୱାଡ୍ ୫ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ଆଜି ସକାଳେ DRDO ଗେଟ୍ ସମ୍ମୁଖରୁ ଉଠାଇ ଆଣି ପୋଲିସ ପଚରାଉଚରା କରୁଥିବା ସୂଚନା ମିଳିଛି । ବିଦେଶୀ ଏଜେଣ୍ଟଙ୍କୁ ତଥ୍ୟ ଲିକ୍ କରୁଥିବା ଅଭିଯୋଗରେ ସେମାନଙ୍କୁ ଅଟକ ରଖାଯାଇଛି । ଏନେଇ ସାଢ଼େ ୩ଟାରେ ସୂଚନା ଦେବେ ପୋଲିସ ମହାନିର୍ଦ୍ଦେଶକ ଅଭୟ ।

Leave A Reply

Your email address will not be published.