୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା BJD, ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କି

0

ରାଜ୍ୟର ୩୦ ଜିଲ୍ଲା ପାଇଁ ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ବିଜେଡି । ନୂଆ ପର୍ଯ୍ୟବେକ୍ଷକ ନାଁ ଘୋଷଣା କଲେ BJD ସୁପ୍ରିମୋ ନବୀନ ପଟ୍ଟନାୟକ। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି ବିଜେଡି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ।

ତେବେ ବଲାଙ୍ଗିର ଓ ଦେବଗଡ଼ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଦାୟିତ୍ୱ ଦିଆଯାଇଛି । ଏହା ସହ ଅନୁଗୁଳ- ପ୍ରଶାନ୍ତ ମୁଦୁଲି, ବାଲେଶ୍ୱର- ପ୍ରତାପ କେଶରୀ ଦେବ, ବରଗଡ଼ – ସୁଧିର କୁମାର ସାମଲ, ଭଦ୍ରକ- ପ୍ରଣବ ବଳବନ୍ତରାୟ, ବୌଦ୍ଧ-ସୌଭାଗ୍ୟ ନାୟକ, କଟକ-ଉଷା ଦେବୀ, ଢେଙ୍କାନାଳ-ବିଜୟ ନାୟକ, ଗଜପତି – ଅତନୁ ସବ୍ୟସାଚୀ ନାୟକ, ଗଞ୍ଜାମ-ପ୍ରଫୁଲ୍ଲ ମଲ୍ଲିକ, ଜଗତସିଂହପୁର-ସମୀର ରଞ୍ଜନ ଦାସ, ଯାଜପୁର-ଅଶୋକ ଚନ୍ଦ୍ର ପଣ୍ଡା, ଝାରସୁଗୁଡ଼ା- ସୁବାସ ସିଂହ, କଳାହାଣ୍ଡି -ନବ କିଶୋର ଦାସ, କନ୍ଧମାଳ-ପ୍ରତାପ ଜେନା, କେନ୍ଦ୍ରାପଡ଼ା- ଦେବାଶିଷ ସାମନ୍ତରାୟ, କେନ୍ଦୁଝର-ପ୍ରଣବ ପ୍ରକାଶ ଦାସ, ଖୋର୍ଦ୍ଧା-ପ୍ରମିଳା ମଲ୍ଳିକ, କୋରାପୁଟ-ଚନ୍ଦ୍ର ସାରଥି ବେହେରା, ମୟୂରଭଞ୍ଜ -ପ୍ରଣବ ପ୍ରକାଶ ଦାସ, ନବରଙ୍ଗପୁର-ତୁଷାରକାନ୍ତି ବେହେରା, ନୟାଗଡ଼-ପଦ୍ମନାଭ ବେହେରା. ନୂଆପଡ଼ା-ଦିବ୍ୟଶଙ୍କର ମିଶ୍ର. ପୁରୀ-ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାୟଗଡ଼ା-ଅତନୁ ସବ୍ୟସାଚୀ ନାୟକ, ସମ୍ୱଲପୁର-ନଳନୀକାନ୍ତ ପ୍ରଧାନ, ସୁବର୍ଣ୍ଣପୁର-ପ୍ରଦୀପ କୁମାର ଅମାତ, ସୁନ୍ଦରଗଡ଼- ପ୍ରୀତିରଞ୍ଜନ ଘଡ଼ାଇଙ୍କୁ ଦାୟିତ୍ୱ ଦିଆଯାଇଛି ।

Leave A Reply

Your email address will not be published.