ପ୍ରଥମ ଥର ପାଇଁ ଓଡ଼ିଶାରେ କାର୍ଯ୍ୟକ୍ଷମ ହେଲା ECMO ମେସିନ୍

0

ଦୂର ହୋଇଛି ରାଜ୍ୟବାସୀଙ୍କ ଦୁଃଖ । ଭୁବନେଶ୍ୱରର କିମ୍ସ ହସ୍ପିଟାଲରେ କାର୍ଯ୍ୟକ୍ଷମ ହୋଇଛି ରାଜ୍ୟର ପ୍ରଥମ ଏକମୋ ମେସିନ୍ । ପୂର୍ବରୁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ରୋଗୀମାନେ ବାହାର ରାଜ୍ୟକୁ ଚିକିତ୍ସା ପାଇଁ ଯାଉଥିଲେ । ବର୍ତ୍ତମାନ ରାଜ୍ୟରେ ଏହି ଚିକିତ୍ସା ଆରମ୍ଭ କରାଯାଇଛି । ଫଳରେ ରୋଗୀମାନେ ଆଉ ବାହାର ରାଜ୍ୟକୁ ଯାଇ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ ନାହିଁ । ଯଦିଓ ଏହି ଚିକିତ୍ସା ବ୍ୟୟବହୁଳ ତେବେ ରୋଗୀଙ୍କ ସ୍ଥାନାନ୍ତର ନେଇ ଆଉ ସମସ୍ୟା ରହିବ ନାହିଁ ।

Leave A Reply

Your email address will not be published.