ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି

0

ଭାରତରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା l କେନ୍ଦ୍ର ସରକାର 21 ଦିନିଆ ଲକ୍ ଡାଉନ୍ ଘୋଷଣା କରିବାପରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି l ଗତ 24 ଘଣ୍ଟା ମଧ୍ୟରେ 227 ଟି ନୂଆ ମାମଲା ନଜରକୁ ଆସିଛି l ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 1251 ଥିବାବେଳେ ମୃତ୍ୟୁ ସଂଖ୍ୟା 32 କୁ ଛୁଇଁଛି l

Leave A Reply

Your email address will not be published.