ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗ; ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ସାମ୍ବାଦିକ ଅରିନ୍ଦମ ଦାସଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଜର୍ଣ୍ଣାଲିଷ୍ଟ ୱେଲଫେୟାର ଫଣ୍ଡରୁ ଏହି ସହାୟତା ରାଶି ଘୋଷଣା କରାଯାଇଥିବା ଜଣାପଡିଛି ।

ଗତକାଲି ମୁଣ୍ଡଳିରେ ଫସିଥିବା ହାତୀକୁ ଉଦ୍ଧାର ପାଇଁ ଯାଇଥିବା ଓଡ୍ରାଫ୍ ବୋଟରେ ଥିଲେ ଦୁଇ ଗଣମାଧ୍ୟମ ପ୍ରତିନିଧି । ବୋଟ୍ ଓଲଟି ପଡିବା ଯୋଗୁଁ ଭାସି ଯାଇଥିଲେ ଅରିନ୍ଦମ ଦାସ । ଆଉ ଦୁର୍ଭାଗ୍ୟବଶତଃ ଅରିନ୍ଦମଙ୍କ ଅକାଳ ବିୟୋଗ ହୋଇଥିଲା।

Leave A Reply

Your email address will not be published.