୧୬ ନୂଆ NAC ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

0

ଓଡ଼ିଆ ନ୍ୟୁଜ୍: ସ୍ବାୟତ୍ତ ଶାସନ ଦିବସ ଅବସରରେ ରାଜ୍ୟରେ ଆଉ ୧୬ ନୂଆ NAC ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ନୂଆ ଏନ୍‌ଏସିଗୁଡ଼ିକ ମଧ୍ୟରେ ବଲାଙ୍ଗୀରର ଲୋଇସିଂହା, ସୋହେଲା, କଟକର ବଡ଼ମ୍ବା, ନରସିଂହପୁର, ସାଲେପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ଚଣ୍ଡିଖୋଲ, ନର୍ଲା, ଜୟପାଟଣା, ଟାଙ୍ଗୀ, ବୋରିଗୁମ୍ମା, କପ୍ତିପଦା, ଯଶୀପୁର, ରାସଗୋବିନ୍ଦପୁର ରହିଛି।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ଆଉ ୭ ନୂଆ ମ୍ୟୁନିସିପାଲିଟି ଘୋଷଣା କରିଛନ୍ତି। ଏହି ନୂଆ ମ୍ୟୁନିସିପାଲିଟି ମଧ୍ୟରେ ମୟୂରଭଞ୍ଜର କରଞ୍ଜିଆ, ବୌଦ୍ଧ, ଗଞ୍ଜାମର ଭଞ୍ଜନଗର, ଆସିକା, ଛତ୍ରପୁର, କବିସୂର୍ଯ୍ୟନଗର ଏବଂ ପୋଲସରା ନାଁ ରହିଛି।

Leave A Reply

Your email address will not be published.