ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ତାରିଖ ଘୋଷଣା

0

ଓଡ଼ିଆ ନ୍ୟୁଜ୍: ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE। ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ। ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ। ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌।୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ।

ତେବେ ଫର୍ମଫିଲପ ବିଳମ୍ବ କଲେ ଫାଇନ୍‌ ଦେବାକୁ ପଡିବ। ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ ରହିଛି। ସେହିପରି ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ ।

Leave A Reply

Your email address will not be published.