ଓଡ଼ିଆ ନ୍ୟୁଜ୍:ଏୟାରପୋର୍ଟରୁ ମାରିଜୁଆନା ଜବତ।ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ ଜବତ।୩ଟି ବ୍ୟାଗରେ ଭର୍ତ୍ତି କରି ମାରିଜୁଆନା ଆଣୁଥିଲେ। ଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି।
ଇଣ୍ଡିଗୋ୬-ଇ-୧୦୬୬ ଫ୍ଲାଇଟରେ ଯାତ୍ରା କରୁଥିଲେ।ମାରିଜୁଆନାର ବଜାର ମୂଲ୍ୟ କିଲୋପିଛା ୧ କୋଟି ହୋଇଥିବା ବେଳେ, ୩ଟି ବ୍ୟାଗ ଭର୍ତି ଥିବା ହାଇଡ୍ରୋଫୋନିକ ମିଳିଛିI ତେବେ ୩୦ କିଲୋ ମାରିଜୁଆନା ମିଳିଥିବାରୁ ଏହାର ଦାମ ୩୦ କୋଟିରୁ ଅଧିକ ହେବ ବୋଲି ଅନୁମାନ କରୁଛି କଷ୍ଟମ