ଦୟା ନଦୀରୁ ଜଳ ଉଠାଣ ପାଇଁ ତିଆରି ହେବ ୫ ବଡ ପ୍ରକଳ୍ପ

ଓଡ଼ିଆ ନ୍ୟୁଜ,(ବ୍ୟୁରୋ):  ପୁରୀ ଜିଲ୍ଲା ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ହେବ ବୋଲି ଗ୍ରାମ୍ୟ ଉନ୍ନୟନ ତଥା ପାନୀୟ ଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି। ଏନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି।

ପିପିଲି ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖି ସେ କହିଛନ୍ତି, ଦୟା ନଦୀରୁ ଜଳ ଉଠାଣ ପାଇଁ ହେବ ୫ ପ୍ରକଳ୍ପ। ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ। ଏନେଇ ମନ୍ତ୍ରୀ କହିଛନ୍ତି, ଦୟା ନଦୀରେ ଜଳଭଣ୍ଡାର ନିର୍ମାଣ ହେବ । ଡେଲାଙ୍ଗରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ହେବ ।

ଦୟା ନଦୀରୁ ଜଳ ଉଠାଣ ପାଇଁ ଏହି ୫ଟି ପ୍ରକଳ୍ପ ନିର୍ମାଣ ହେବ । ପୂର୍ବ ସରକାର ଜଳ ସଂପଦ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଚାହୁଁ ନଥିଲେ । ଠିକ୍ ସମୟରେ ସର୍ଭେ କିମ୍ବା ଡିପିଆର୍ ପ୍ରସ୍ତୁତ ହୋଇନାହିଁ । ଯେଉଁକାରଣରୁ ଯେତେ ଚେଷ୍ଟା କଲେ ବି କିଛି ପ୍ରକଳ୍ପ ୨୦୨୬ରେ ସରିବ ବୋଲି କହିଛନ୍ତି ମନ୍ତ୍ରୀ ।

Comments are closed.