ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ହାଇୱାକୁ ପଛରୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ରବିବାର ଦିନ ଏକ ଘରୋଇ ଯାତ୍ରୀବାହୀ ବସ୍ ସହ ଡମ୍ପର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ବସ୍ରେ ଥିବା ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।