ଆଜି ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି

0

ଓଡ଼ିଆ ନ୍ୟୁଜ୍ (ବ୍ୟୁରୋ): ଆଜି ଭାରତ ପାଇଁ ଏକ ବଡ଼ ଦିନ । କାରଣ ଭାରତବର୍ଷର ତୁଙ୍ଗ ନେତା ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ଆଜି ୫ମ ପୂଣ୍ୟତିଥି ।

ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ପ୍ରଧାନମନ୍ତ୍ରୀ ମୋଦୀ ଓ ଅନ୍ୟ ମନ୍ତ୍ରୀ ଓ ନେତା ବୃନ୍ଦ ତାଙ୍କ ସମାଧିସ୍ଥଳ ‘ସଦୈବ ଅଟଳ’ରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ପ୍ରଥମ ଥର ପାଇଁ ଏନଡିଏର ସମସ୍ତ ନେତା ଓ ମନ୍ତ୍ରୀ ଅଟଳଜୀଙ୍କ ସମାଧି ସ୍ଥଳରେ ପହଞ୍ଚି ଶ୍ରଦ୍ଧାଞ୍ଜଳି ଦେଇଥିବା ଦେଖିବାକୁ ମିଳିଥିଲା ।

Leave A Reply

Your email address will not be published.