ମଇଁଷିକୁ ଧକ୍କା ଦେଇ ରାସ୍ତା ଉପରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ

0

ଓଡ଼ିଆ ନ୍ୟୁଜ,(ବ୍ୟୁରୋ): ଦୁର୍ଘଟଣା ପାଇଁ ଅକାଳରେ ଲିଭିଗଲା ୧୮ ଜୀବନ । ମଇଁଷିକୁ ଧକ୍କା ଦେଇ ରାସ୍ତା ଉପରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ। ଦୁର୍ଘଟଣାରେ ମଇଁଷିର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କନ୍ଧମାଳ ଜିଲ୍ଲା ବାଲିଗୁଡା ସହର ନିକଟ ୫୯ ନମ୍ବର ଜାତୀୟ ରାଜପଥର ମୁଖ୍ୟ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାରେ ୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତ ଶ୍ରମିକମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା କରାଯାଉଛି । ଶ୍ରମିକଙ୍କୁ ନେଇ ଯାଉଥିବା ବେଳେ ପିକଅପ୍ ଭ୍ୟାନ୍ ଟି ଓଲଟି ପଡିଥିଲା । ଘଟଣାସ୍ଥଳରେ କାୱର୍ଧା ପୋଲିସ ପହଞ୍ଚି ତଦନ୍ତ କରିଛି । ଆହତ ଡ୍ରାଇଭରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡ୍ରାଇଭର ଜଣକ ରାଇକିଆ ପଞ୍ଚାୟତ ସାହିର ଗନ୍ଧର୍ବ ଦିଗାଲ ବୋଲି ଜଣାଯାଇଛି।

ଆଜି ସକାଳେ ମୋବାଇଲ ଟାୱାର ଲୁହା ଯନ୍ତ୍ରାଂଶ ନେଇ ଟ୍ରକଟି ଭବାନୀପାଟଣାରୁ ରାଇକିଆ ଅଭିମୁଖେ ଆସୁଥିଲା। ଏହି ସମୟରେ ଟ୍ରକଟି ଭାରସାମ୍ୟ ହରାଇ ମଇଁଷିକୁ ଧକ୍କା ଦେଇଥିଲା। ପରେ ଟ୍ରକ୍‌ଟି ରାସ୍ତା ଉପରେ ଓଲଟି ପଡ଼ିଥିଲା। ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

Leave A Reply

Your email address will not be published.