ଓଡ଼ିଆ ନ୍ୟୁଜ୍: ଛତିଶଗଡ ସିମାନ୍ତ ସୁକମା ଜିଲ୍ଲାରେ ମାଓବାଦୀଙ୍କ ବର୍ବର କାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ ନାୟବ ସରପଞ୍ଚଙ୍କୁ ଗଳା କାଟି ହତ୍ୟା କଲେ ମାଓବାଦୀ ।
ତାରଲାବେଡ଼ା ପଞ୍ଚାୟତର ନାୟବ ସରପଞ୍ଚ ମୁଚାକି ରାମାଙ୍କୁ ମାଓବାଦୀ ହତ୍ୟା କରିଥିବା ନେଇ ସୂଚନା ମିଳିଛି। ଏହି ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି ।