‘ଜୁନ୍‌ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ’

0

ଓଡ଼ିଆ ନ୍ୟୁଜ୍: ମୌସୁମୀ ବର୍ଷା ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା।ଜୁନ୍‌ ମାସରେ ଅଧିକ ବର୍ଷା ନେଇ ପୂର୍ବାନୁମାନ।ଜନ୍‌ରେ ୧୦୬ ପ୍ରତିଶତ ବର୍ଷା ହେବା ନେଇ ପୂର୍ବାନୁମାନ।ପ୍ରାକ୍‌ ମୌସୁମୀ ବର୍ଷା ସ୍ବାଭାବିକଠୁ ଅଧିକ ରହିଛି।ମେ ମାସରେ ଦେଶରେ ସ୍ବାଭାବିକଠୁ ଅଧିକ ବର୍ଷା ହୋଇଛି।ଉତ୍ତରପୂର୍ବାଞ୍ଚଳ ରାଜ୍ୟକୁ ଛାଡ଼ି ଅନ୍ୟ ସ୍ଥାନରେ ଅଧିକ ବର୍ଷା ହୋଇଛି।

କେରଳକୁ ୮ ଦିନ ଆଗୁଆ ମୌସୁମୀ ପ୍ରବେଶ କରିଛି।ଦକ୍ଷିଣ ଭାରତ ଓ ମହାରାଷ୍ଟ୍ରରେ ମଧ୍ୟ ମୌସୁମୀ ଆଗୁଆ ପହଞ୍ଚିଛି।ମୌସୁମୀ ଅଗ୍ରସର ନେଇ ଦେଶରେ ପାଗ ଅନୁକୂଳ ରହିଛିଏବର୍ଷ ସ୍ବାଭାବିକଠାରୁ ଅଧିକ, ପ୍ରାୟ ୧୦୬ ପ୍ରତିଶତ ବର୍ଷା ହେବ । ବିଶେଷକରି ଜୁନ ମାସରେ ସ୍ବାଭାବିକଠାରୁ ଅଧିକ (୧୦୮%) ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପୂର୍ବାନୁମାନ କରିଛି ।

Leave A Reply

Your email address will not be published.