ଖୁବ୍‌ଶୀଘ୍ର ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‌: ଆଇନ ମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍: ଶ୍ରୀମନ୍ଦିରରେ ଡ୍ରୋନ୍‌ ଉଡ଼ିବା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା।ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା, ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ବ ଦେଉଛନ୍ତି।ଶ୍ରୀମନ୍ଦିରରେ ଆଣ୍ଟି ଡ୍ରୋନ୍‌ ଟେକ୍ନୋଲୋଜି ପ୍ରକ୍ରିୟା ଆରମ୍ଭ କରିଛୁ।ବହୁଶୀଘ୍ର ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବବୋଲି କହିଛନ୍ତି ଆଇନ ମନ୍ତ୍ରୀ  ପୃଥ୍ବୀରାଜ ହରିଚନ୍ଦନ। ଅନେକ ଦୋଷ ତ୍ରୁଟି ନଜରକୁ ଆସୁଛି । ଆଣ୍ଟି ଡ୍ରୋନ୍ ଟେକ୍ନୋଲୋଜି ବାବଦରେ ପୂର୍ବରୁ କହିଛି ।

ସେ ପ୍ରକ୍ରିୟା ଆରମ୍ଭ କରିଛୁ । ଟିକେ ସମୟ ଲାଗୁଛି । ଶ୍ରୀମନ୍ଦିର ସୁରକ୍ଷା, ଶୃଙ୍ଖଳା ଓ ଭକ୍ତଙ୍କ ସୁଗମତାକୁ ସରକାର ଗୁରୁତ୍ଵ ଦେଉଛନ୍ତି । ଖୁବ୍‌ଶୀଘ୍ର ଆମ ଯୋଜନାର ପ୍ରକୃତ ଚିତ୍ର ପ୍ରତିଫଳିତ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରର ଡ୍ରୋନ୍ ଭିଡିଓ ଭାଇରାଲ୍ ହୋଇଛି । ଭାଇରାଲ ଡ୍ରୋନ୍ ଭିଜୁଆଲ୍‌ରେ ଜଣେ ଚୁନରା ସେବକଙ୍କ ଚିତ୍ର ଦେଖିବାକୁ ମିଳିଛି ।

Leave A Reply

Your email address will not be published.