NEET-PG -୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ

0

ଓଡ଼ିଆ ନ୍ୟୁଜ୍: NEET-PG -୨୦୨୫ ପ୍ରବେଶିକା ପରୀକ୍ଷା ସ୍ଥଗିତ । ଆସନ୍ତା ଜୁନ୍ ୧୫ ତାରିଖରେ ହେବାକୁ ଥିବା ପରୀକ୍ଷା ସ୍ଥଗିତ ରଖିଛି ନ୍ୟାସନାଲ୍ ବୋର୍ଡ ଅଫ୍ ଏଗଜାମିନେସନ୍ ଇନ୍ ମେଡିକାଲ୍ ସାଇନ୍ସ (NBEMS) ।

ଏଣ୍ଟ୍ରାନ୍ସ ଏଗଜାମ୍‌ରେ ସ୍ବଚ୍ଛତା ଓ ପାରଦର୍ଶିତା ରଖିବାକୁ ୨ଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ କରିବାକୁ କହିଥିଲେ ସୁପ୍ରିମକୋର୍ଟ । ତେବେ ଗୋଟିଏ ସିଫ୍ଟରେ ପରୀକ୍ଷା କରିବାକୁ ହେଲେ ଅଧିକ ପରୀକ୍ଷା କେନ୍ଦ୍ର ଦରକାର। ସାରା ଦେଶରେ ୯୦୦ଟି ଅତିରିକ୍ତ ସେଣ୍ଟର ଏବଂ ସେଥିରେ ପ୍ରସ୍ତୁତି କରିବାକୁ ପଡିବ ।

Leave A Reply

Your email address will not be published.