ଦେବସ୍ନାନ ପୂର୍ଣ୍ଣିମାରେ ଜଗିବେ ୭୦ ପ୍ଲାଟୁର୍ନ

0

ଓଡ଼ିଆ ନ୍ୟୁଜ୍: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ପୋଲିସ ବିଭାଗର ସୁରକ୍ଷା ସମୀକ୍ଷା ବୈଠକ ଶେଷ ହୋଇଛି । କେନ୍ଦ୍ରାଞ୍ଚଳ ଆଇଜି ଏସ୍ ପ୍ରବୀଣ କୁମାରଙ୍କ ଅଧକ୍ଷତାରେ ବସିଥିଲା ବୈଠକ । ଏହି ବୈଠକରେ ଦେବସ୍ନାନ ପୂର୍ଣ୍ଣିମାକୁ ନେଇ ପୁରୀର ସୁରକ୍ଷା ଦିଗରେ ଗୁରୁତ୍ୱ ଦିଆଯାଇଛି ।

ଦେବସ୍ନାନ ପୂର୍ଣ୍ଣିମା ପାଇଁ ପୁରୀକୁ ଜଗିବେ ୭୦ ପ୍ଲାଟୁନ ଫୋର୍ସ।ଏହାସହ୪ ଜଣ ଏସପି ରାଙ୍କ କମାଣ୍ଡାଣ୍ଟ, ୪୫୦ ଅଧିକାରୀ ମୁତୟନ ହେବେ। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭକ୍ତଙ୍କ ସୁରକ୍ଷା ଓ ଟ୍ରାଫିକ ସୁପରିଚାଳନା ଉପରେ ଗୁରୁତ୍ୱ ଦିଆଯିବ ।

Leave A Reply

Your email address will not be published.