ଓଡ଼ିଆ ନ୍ୟୁଜ୍:ଜନଗଣନା ପାଇଁ ପ୍ରକାଶ ପାଇଲା ଗେଜେଟ୍ ବିଜ୍ଞପ୍ତି । ୨୦୨୭ ଜନଗଣନା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜନଗଣନା ଆରମ୍ଭ ହେବ । ଚଳିତ ଥର ଦେଶରେ ଦୁଇଟି ପର୍ଯ୍ୟାୟରେ ଜନଗଣନା ହେବ । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ ଏବଂ ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା ।
ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତିଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା । ୨୦୨୭ ମାର୍ଚ୍ଚ ୧ ତାରିଖରୁ ଦେଶରେ ଜାତିଭିତ୍ତିକ ଜନଗଣନା ଆରମ୍ଭ ହେବ । ୨୦୨୬ ଅକ୍ଟୋବରରୁ କେନ୍ଦ୍ର ଶାସିତ ଅଞ୍ଚଳରେ ହେବ ଜନଗଣନା । ଦୀର୍ଘ ୧୭ ବର୍ଷ ପରେ ଦେଶରେ ଆରମ୍ଭ ହେବ ଜାତିଭିତ୍ତିକ ଜନଗଣନା । ଦୁଇଟି ପର୍ଯ୍ୟାୟରେ ହେବ ଜନଗଣନା