ଆସୁଛି ଦୁଇଟି ଲଘୁଚାପ; ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା

0

ଓଡ଼ିଆ ନ୍ୟୁଜ୍: ଆସୁଛି ଦୁଇଟି ଲଘୁଚାପ; ୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା।ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି।ରାଜ୍ୟରେ ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ଆଉ ୨ଟି ଲଘୁଚାପ ଆସୁଛି। ଏ ନେଇ ରାଜ୍ୟରେ ବର୍ଷା ଲାଗିରହିବ। ସାରା ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରିଛି ପାଣିପାଗ ବିଭାଗ। ଅଧିକ ବର୍ଷା ନେଇ ବହୁ ଜିଲାକୁ ଅରେଞ୍ଜ, ଏବଂ ୟେଲୋ ୱାର୍ନିଂ ଜାରି କରାଯାଇଛି।

ରାଜ୍ୟର ବିଭିନ୍ନ ଅଞ୍ଚଳରେ କିଛିଦିନ ହେବ ବର୍ଷା ଲାଗି ରହିଥିବାବେଳେ ଆଜି ଅର୍ଥାତ୍‌ ଶନିବାର ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ। ଏନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।ଏହି ଜିଲାଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଓ ମୟୂରଭଞ୍ଜ। ଏନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ତେବେ ବଜ୍ରପାତ ଓ ଝଟ୍‌କା ପବନ ନେଇ ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି

Leave A Reply

Your email address will not be published.