8ରେ ବିଜେପି ରାଜ୍ୟରେ ସଭାପତି ନିର୍ବାଚନ

0

ଓଡ଼ିଆ ନ୍ୟୁଜ୍: ବିଜେପି ରାଜ୍ୟ ସଭାପତି ନିର୍ବାଚନ ନେଇ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜେପି ରାଜ୍ୟ ସଭାପତି ନିର୍ବାଚନ ପାଇଁ ପୁନଃ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତା ୬ରେ ବିଜ୍ଞପ୍ତି ପ୍ରକାଶ ପାଇବ, ୭ରେ ନାମାଙ୍କନପତ୍ର ଦାଖଲ, ୮ରେ ରାଜ୍ୟ ସଭାପତି ପାଇଁ ଭୋଟ୍‌ ହେବ। ଏନେଇ ସୂଚନା ଦେଇଛନ୍ତି ସହ ନିର୍ବାଚନ ଅଧିକାରୀ ଯତିନ ମହାନ୍ତି।

Leave A Reply

Your email address will not be published.