ସୌମ୍ୟାଶ୍ରୀଙ୍କ ରୁମ୍‌ମେଟ୍‌ ଚାଞ୍ଚଳ୍ୟକର ଖୁଲାସା….

0

ଓଡ଼ିଆ ନ୍ୟୁଜ୍: FM କଲେଜର ମୃତ ଛାତ୍ରୀଙ୍କ ରୁମମେଟ୍‌ଙ୍କ ବେଦନାଭରା କାହାଣୀ। ସେ କହିଛନ୍ତି, ପୂର୍ବ ରାତିରେ ସେ ନ ଖାଇ ବିଚଳିତ ଥିଲେ, କାନ୍ଦୁଥିଲେ। ରାତି ୩ଟା ପର୍ଯ୍ୟନ୍ତ ବି ସେ ଶୋଇ ନ ଥିଲେ, ଚାପରେ ଥିଲେ। ତାଙ୍କୁ ସାର୍‌ ପରୀକ୍ଷାରୁ ବଞ୍ଚିତ କରିଥିବାରୁ ପୂରା ଚାପରେ ଥିଲେ। ୯ ଜଣଙ୍କୁ ନୋଟିସ ହେଲା, ମାତ୍ର ପରୀକ୍ଷାରୁ ଏକା ବଞ୍ଚିତ ହୋଇଥିଲେ ସୌମ୍ୟାଶ୍ରୀ। ଘରେ ଜଣାଇବାକୁ ବାରମ୍ବାର କହି ଆସୁଥିଲି।

ବଡ଼ କଥା ହେଲା, ଯିଏ ସମସ୍ତଙ୍କୁ ବୁଝାଉଥିଲା, ସେ ଏମିତି କେମିତି କରିପାରିବ?’ସେ ଯେ ଏପରି କାମ କରିଥିବ ମୁଁ ବିଶ୍ୱାସ କରିପାରୁ ନାହିଁ। ଅତ୍ୟଧିକ ଚାପରେ ଥିଲା, କିମ୍ବା ଏହା ଏକ ପ୍ରି ପ୍ଲାନ୍‌। କଲେଜରୁ ଆସିଲେ ଖାଇବା ଆଣିବ ବୋଲି କହିଥିଲା। ହେଲେ ଆତ୍ମହତ୍ୟା କରିପାରିବ କି। ଘଟଣାର ସଠିକ ତଦନ୍ତ ହେଉ।

Leave A Reply

Your email address will not be published.