ଓଡ଼ିଆ ନ୍ୟୁଜ୍: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରୁ ଫେରିଲେ ମନମୋହନ।ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଆଲୋଚନା ହୋଇନି କହିଲେ ମନମୋହନ।
ଦଳର ବିଭିନ୍ନ ସାଂଗଠନିକ ବିଷୟରେ କଥାବାର୍ତ୍ତା ହୋଇଛି।ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ। ଖୁବ୍ଶୀଘ୍ର ଦଳର ନୂଆ ସାଂଗଠନିକ କମିଟି ହେବ।ଆଜି ବି ବୈଠକ ଅଛି, ସାଂଗଠନିକ ବିଷୟରେ ଆଲୋଚନ ହେବ।