ଓଡ଼ିଆ ନ୍ୟୁଜ୍: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଘଟଣାରେ ବିଜେଡିର ପୁରୀ ହରତାଳ ଡାକରା।ଆସନ୍ତା ୭ରେ ସକାଳ ୬ରୁ ଦିନ ୧୨ ଯାଏଁ ପୁରୀରେ ହରତାଳ ଆହ୍ବାନ। ଦୋକାନ ବଜାର ସହ ଗାଡ଼ିମୋଟର ବନ୍ଦ ପାଇଁ ଡାକରା।ପୀଡ଼ିତାଙ୍କ ମୃତ୍ୟୁ ଏବେ ରହସ୍ୟ ଘେରରେ ଅଭିଯୋଗ। ରାଜ୍ୟ ସରକାର ଜାଣିଶୁଣି ଅଭିଯୁକ୍ତଙ୍କୁ ଚିହ୍ନଟ କରୁ ନଥିବା ଅଭିଯୋଗ।ପୀଡ଼ିତାଙ୍କ ବାପାଙ୍କ ଉପରେ କି ଚାପ ପଡ଼ିଲା ମତ ବଦଳାଇଲେ ପ୍ରଶ୍ନ କଲେ।
ଅନ୍ୟପକ୍ଷେ ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ଏବେବି ରହସ୍ୟ ଘେରରେ ରହିଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି।ଅନ୍ୟପକ୍ଷେ ରାଜ୍ୟ ସରକାର ଜାଣିଶୁଣି ଅଭିଯୁକ୍ତଙ୍କୁ ଚିହ୍ନଟ କରୁ ନ ଥିବା ବିଜେଡି ପକ୍ଷରୁ ଅଭିଯୋଗ କରାଯାଇଛି। ପୀଡ଼ିତାଙ୍କ ବାପାଙ୍କ ଉପରେ କି ଚାପ ପଡ଼ିଲା ଯେ, ମତ ବଦଳାଇଲେ ବୋଲି ବିଜେଡି ପ୍ରଶ୍ନ କରିଛି।