ପୁଣି ଶ୍ରୀମନ୍ଦିରରେ ହିଡେନ୍‌ କ୍ୟାମେରା, ଭକ୍ତଙ୍କୁ ଧରିଲା ସିଂହଦ୍ୱାର ପୋଲିସ

0

ଓଡ଼ିଆ ନ୍ୟୁଜ୍: ପୁଣି ଶ୍ରୀମନ୍ଦିରରୁ ଧରାହେଲା ହିଡେନ୍‌ କ୍ୟାମେରା ଯୁକ୍ତ ଚଷମା। କୀର୍ତ୍ତନଚକଡ଼ା ନିକଟରୁ ଧରାପଡ଼ିଲା ହିଡେନ୍‌ କ୍ୟାମେରା। ଚଷମାରେ ହିଡେନ୍‌ କ୍ୟାମେରା ଲଗାଇ ଫଟୋ ଉଠାଉଥିଲେ। ଗୁଜରାଟର ଜଣେ ଭକ୍ତକୁ ଧରିଲା ସିଂହଦ୍ବାର ଥାନା ପୋଲିସ।ନିକଟରେ ପୁରୀର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ଯ୍ୟ ପାଇଁ ଧରାପଡ଼ିଥିଲେ।ନିକଟରେ ପୁରୀର ଜଣେ ବ୍ୟକ୍ତି ମଧ୍ୟ ଅନୁରୂପ କାର୍ଯ୍ୟ ପାଇଁ ଧରାପଡ଼ିଥିଲେ। ତେବେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ବାରମ୍ବାର ପ୍ରଶ୍ନ ଉଠୁଥିବା ବେଳେ ଏଭଳି ଦୁଇଦୁଇଟି ଘଟଣା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

Leave A Reply

Your email address will not be published.