‘ନିର୍ବାଚନ କମିଶନଙ୍କର କେହି ପକ୍ଷ କିମ୍ବା ବିପକ୍ଷ ଦଳ ନାହାନ୍ତି’

0

ଓଡ଼ିଆ ନ୍ୟୁଜ୍: ଭାରତୀୟ ନିର୍ବାଚନ କମିଶନଙ୍କ ଗୁରୁତ୍ବପୂର୍ଣ୍ଣ ପ୍ରେସ୍‌ମିଟ୍।ନିର୍ବାଚନ କମିଶନଙ୍କର କେହି ପକ୍ଷ କିମ୍ବା ବିପକ୍ଷ ଦଳ ନାହାନ୍ତି’।ନିର୍ବାଚନ କମିଶନ କୌଣସି ଦଳ ପାଇଁ ପକ୍ଷପାତିତା କରନ୍ତି ନାହିଁ।ଅଭିଯୋଗ ଆସିଥିବା ବିହାର ପ୍ରସଙ୍ଗରେ ମଧ୍ୟ ରଖିଲେ ସ୍ପଷ୍ଟୀକରଣ।ବିହାରର ୭ କୋଟିରୁ ଊର୍ଦ୍ଧ୍ବ ମତଦାତା କେବେ ପ୍ରଶ୍ନ କରି ନାହାନ୍ତି।

ଭୋଟ ଚୋରି ପରି ଅପଶଦ୍ଦ ବ୍ୟବହାର କରି ଭ୍ରମିତ କରାଯାଉଛି।ସାମ୍ବିଧାନିକ ଅଧିକାରରୁ ନିର୍ବାଚନ ଆୟୋଗ ପଛଘୁଞ୍ଚା ଦେବେ ନାହିଁ। ମିଥ୍ୟା ଆରୋପରେ କେବେ ନିର୍ବାଚନ ଆୟୋଗ ଡରିଯିବେ ନାହିଁ।ବିହାରରେ SIR ଚାଲିଛି, ୧.୬ ଲକ୍ଷ ବୁଥସ୍ତରୀୟ ଏଜେଣ୍ଟ ଡ୍ରାଫ୍ଟ ତାଲିକା କରିଛନ୍ତି।ସମସ୍ତ ରାଜନୈତିକ ଦଳର ବୁଥସ୍ତରୀୟ ଏଜେଣ୍ଟ ଯାଞ୍ଚ କରି ଦସ୍ତଖତ କରିଛନ୍ତି।ଭୋଟରମାନେ ମୋଟ ୨୮,୩୭୦ ଦାବି ଏବଂ ଆପତ୍ତି ଦାଖଲ କରିଛନ୍ତି।ସଂଶୋଧନ ଶେଷ ହେବା ପାଇଁ ଆହୁରି ୧୫ ଦିନ ବାକି ରହିଛି।

Leave A Reply

Your email address will not be published.