ଓଡ଼ିଆ ନ୍ୟୁଜ୍: ମେଡିକାଲ୍ରୁ ଡିସ୍ଚାର୍ଜ ହେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ସୁସ୍ଥ ହେବା ପରେ ଘରୋଇ ମେଡ଼ିକାଲ୍ରୁ ସିଧା ନବୀନ ନିବାସ ଗଲେ। ଡିହାଇଡ୍ରେସନ୍ ଯୋଗୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଗତ ୧୭ ତାରିଖ ଅପରାହ୍ନରେ ମେଡିକାଲ୍ରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ।PM ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଆଶୁ ଆରୋଗ୍ୟ କାମନା କରିଥିଲେ।