ହାଇକୋର୍ଟଙ୍କ ତୋରଣ କଟକଣା

0

ଓଡ଼ିଆ ନ୍ୟୁଜ୍: କଟକ ଦୁର୍ଗାପୂଜା ପ୍ରସଙ୍ଗରେ ହାଇକୋର୍ଟଙ୍କ ନିର୍ଦେଶ।ସୁଉଚ୍ଚ ତୋରଣ ଉପରେ ହାଇକୋର୍ଟଙ୍କ କଟକଣା।ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ଵି କଟକଣା ଜାରି କଲେ।ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ ଅନୁମତି କହିଲେ।୬୫ ଡେସିବଲ୍‌ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବା ପାଇଁ ଅନୁମତି।

ଏପରିକି ଇଲେକ୍ର୍ଟିକ ଗେଟ୍‌ ନିର୍ମାଣ ଉପରେ ମଧ୍ୟ କଟକଣା ଜାରି କରିଛନ୍ତି। ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ୍‌ ନିର୍ମାଣ କରିବାକୁ ପୂଜା କମିଟିକୁ ଅନୁମତି ଦିଆଯିବ ବୋଲି କୁହାଯାଇଛି। ଏପରିକି ୬୫ ଡେସିବଲ ସାଉଣ୍ଡ ମଧ୍ୟରେ ଡିଜେ ବଜାଇବାକୁ କମିଟିକୁ ଅନୁମତି ଦିଆଯାଇଛି।ଗୁରୁବାର ଜଷ୍ଟିସ ସଙ୍ଗମ କୁମାର ସାହୁ ଏବଂ ଜଷ୍ଟିସ ଭି ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ପାର୍ବଣ ସମୟରେ ଉପୁଜୁଥିବା ସମସ୍ୟାକୁ ଆଖି ଆଗରେ ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ତୋରଣଗୁଡ଼ିକର ଉଚ୍ଚତା ଓ ସୁରକ୍ଷାକୁ ନେଇ ଜିଲାପାଳ ପଦକ୍ଷେପ ନେବାକୁ କୁହାଯାଇଛି।

Leave A Reply

Your email address will not be published.