କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ଛାତ

0

ଓଡ଼ିଆ ନ୍ୟୁଜ୍: କଟକ ରେଲୱେ ଷ୍ଟେସନରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ।ପ୍ଲାଟଫର୍ମ ୧ରେ ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ଛାତ। ଉପର ସେଡ୍‌ର କିଛି ଅଂଶ ମଧ୍ୟ ଟ୍ରାକ୍‌ ଉପରେ ପଡ଼ିଛି।ଶ୍ରମିକ ଓ ଯାତ୍ରୀଙ୍କର କ୍ଷତି ହୋଇଛି ନା ନାହିଁ ସ୍ପଷ୍ଟ ହୋଇପାରି ନାହିଁ।କିଛି ଟ୍ରେନ୍‌ର ଯାତାୟାତ ମଧ୍ୟ ବିଳମ୍ବିତ ହେଉଥିବା ସୂଚନା।

Leave A Reply

Your email address will not be published.