ନୂଆଁଖାଇର ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

0

ଓଡ଼ିଆ ନ୍ୟୁଜ୍:ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି। ‘ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଗଭୀର କୃତଜ୍ଞତାର ସ୍ମରଣ କରାଏ’।‘ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ’। ‘ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ’।

ସେ ନିଜର ‘ଏକ୍ସ’ ଲେଖିଛନ୍ତି, ସମସ୍ତଙ୍କୁ ନୂଆଁଖାଇର ହାର୍ଦ୍ଦିକ ଶୁଭକାମନା। ଏହି ଲୋକପ୍ରିୟ ପର୍ବ କୃଷକମାନଙ୍କ ପ୍ରତି ଆମର ଗଭୀର କୃତଜ୍ଞତାର ସ୍ମରଣ କରାଏ, ଯାହାଙ୍କ କଠିନ ପରିଶ୍ରମ ଆମ ସମସ୍ତଙ୍କର ଭରଣପୋଷଣ କରେ। ପ୍ରତିଟି ଘରେ ଉତ୍ତମ ସ୍ୱାସ୍ଥ୍ୟ, ସମୃଦ୍ଧି ଏବଂ ଖୁସି ବିରାଜମାନ କରୁ । ନୂଆଁଖାଇ ଜୁହାର୍।

Leave A Reply

Your email address will not be published.