ନିଲମ୍ବନ ପୂର୍ବରୁ ଇସ୍ତଫା ଦେଇଥିଲେ ପ୍ରଫୁଲ୍ଲ ମଲ୍ଲିକ

0

ଓଡ଼ିଆ ନ୍ୟୁଜ୍: ବିଜେଡିରୁ ନିଲମ୍ୱନ ପରେ ପ୍ରଫୁଲ୍ଲ ସାମଲଙ୍କ ପ୍ରତିକ୍ରିୟା । ମୁଁ ଇସ୍ତଫା ଦେବା ପରେ ମୋତେ ସସପେଣ୍ଡ କରାଯାଇଛି । ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି।

ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଦଳକୁ ସୁରକ୍ଷିତ ଭାବେ ରଖିବା ପାଇଁ ଆକ୍ସନ୍ ନେଇଥାଇପାରନ୍ତି । ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ରଙ୍କୁ ଜଣାଇଥିଲି ବୋଲି କହିଛନ୍ତି ପ୍ରଫୁଲ୍ଲ । ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ।

Leave A Reply

Your email address will not be published.