୨୪ ଜିଲ୍ଲାକୁ ପ୍ରବଳ ବର୍ଷା ଆଲର୍ଟ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟରେ ଜାରି ରହିଛି ବର୍ଷା। ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆସନ୍ତା ୯ ତାରିଖ ଯାଏଁ ଏହା ସକ୍ରିୟ ରହିବା ସହ ରାଜ୍ୟରେ ବଜ୍ରପାତ ଜନିତ ବର୍ଷା ଜାରି ରହିବ । ବିଶେଷକରି ଉପକୂଳ ଓ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ, ତେବେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଏହାର ପ୍ରଭାବ ଜାରି ରହିବ ।

ଆସନ୍ତା ୨୪ ଘଣ୍ଟା ପାଇଁ ୨୪ଟି ଜିଲ୍ଲା ପାଇଁ ଘଡଘଡି ସହ ବର୍ଷା ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଆସନ୍ତା ୧୦ ତାରିଖ ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ ।

Leave A Reply

Your email address will not be published.