ପାକିସ୍ତାନ ଆଫଗାନିସ୍ତାନ ଅସ୍ତ୍ରବିରତି

0

ଓଡ଼ିଆ ନ୍ୟୁଜ୍: ତୁରନ୍ତ ଅସ୍ତ୍ରବିରତି ପାଇଁ ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ସହମତି। ଅସ୍ତ୍ରବିରତି ପାଇଁ ଉଭୟ ଦେଶ ରାଜି ହୋଇଥିବା ଘୋଷଣା କଲା କତାର।ଦୋହାରେ ତୁର୍କି ଓ କତାରର ମଧ୍ୟସ୍ଥତାରେ ବଡ଼ ସଫଳତା। ସୀମାରେ ଉତ୍ତେଜନା ହ୍ରାସ ପାଇଁ ଉଭୟ ଦେଶ ମଧ୍ୟରେ ସହମତି। ଆଗାମୀ ଦିନରେ ଆହୁରି ଅଧିକ ବୈଠକ ସହ ଆଲୋଚନା ପାଇଁ ମଧ୍ୟ ରାଜି।ବୈଠକରେ ଉଭୟ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଯୋଗ ଦେଇଥିଲେ।

ଅସ୍ତ୍ରବିରତି ପାଇଁ ପାକିସ୍ତାନ-ଆଫଗାନିସ୍ତାନ ମଧ୍ୟରେ ସହମତି ପ୍ରକାଶ ପାଇଛି। ତେବେ ଉଭୟ ଦେଶ ଅସ୍ତ୍ରବିରତି ପାଇଁ ରାଜି ହୋଇଥିବା ଘୋଷଣା କରିଛି କତାର।ସୀମାରେ ଉତ୍ତେଜନା ହ୍ରାସ ପାଇଁ ଉଭୟ ଦେଶ ମଧ୍ୟରେ ସହମତି ପ୍ରକାଶ କରିଛନ୍ତି।

Leave A Reply

Your email address will not be published.