ଆଜି ରାଜ୍ୟ କ୍ୟାବିନେଟ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ। ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ଠାରେ ଅପରାହ୍ନରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।

ମିଳିଥିବା ସୂଚନା ମୁତାବକ, ଆଇନ, ପୂର୍ତ୍ତ, ଜଳ ସମ୍ପଦ, ଗୃହ, ସ୍କୁଲ ଓ ଗଣଶିକ୍ଷା ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିପାରେ।

Leave A Reply

Your email address will not be published.