୭ ଜିଲ୍ଲାରେ ଛୁଟି ବାତିଲ୍‌

0

ଓଡ଼ିଆ ନ୍ୟୁଜ୍: ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌।ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କଲେ ବାଲେଶ୍ବର ଜିଲ୍ଲାପାଳ।ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିବା ଉପରେ କଟକଣା।

କେନ୍ଦ୍ରାପଡ଼ା ଜିଲ୍ଲାରେ ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ଛାଡ଼ିବା ମନା।ମାଲକାନଗିରିରେ ୨୭ରୁ ୩୦ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ। କୋରାପୁଟରେ ୨୭ରୁ ୩୦ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ କଲେ ଜିଲ୍ଲାପାଳ। କଳାହାଣ୍ଡି ଓ ଗଜପତି ଜିଲ୍ଲାରେ ୨୭ରୁ ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ବାତିଲ।

Leave A Reply

Your email address will not be published.