ବାତ୍ୟା ମୋନ୍ଥାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

0

ଓଡ଼ିଆ ନ୍ୟୁଜ୍: ବାତ୍ୟା ମୋନ୍ଥା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାକୁ ନେଇ ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝି ଏଅଧ୍ୟକ୍ଷତାରେ ବସିଛି ଏହି ସମୀକ୍ଷା ବୈଠକ । ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ,ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, src, କୃଷି ସଚିବ , ସ୍ୱାସ୍ଥ୍ୟ ସଚିବ, ପଂଚାୟଟିରଜ ସଚିବ , ଶକ୍ତି ସଚିବ, ପୋଲିସ ଡିଜି, ଅଗ୍ନିଶମ ଡିଜିଙ୍କ ସମେତ ଅନ୍ୟାନ୍ୟ ବିଭାଗ ଅଧିକାରୀ ଉପସ୍ଥିତ ଅଛନ୍ତି ।ସବୁ ଜିଲ୍ଲାର ଅଧିକାରୀ ବି ଏହି ବୈଠକରେ ଯୋଡ଼ି ହୋଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି । ରାୟଗଡ଼ା କାଶୀନଗରରେ ପ୍ରବଳ ବର୍ଷା ଯୋଗୁଁ ଏକ ପାହାଡ଼ ଧସି ଯାଇଛି ।

Leave A Reply

Your email address will not be published.