ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି

0

ଓଡ଼ିଆ ନ୍ୟୁଜ୍: ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି। ନଭେମ୍ୱର ୩ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି।ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ।୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ।କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ CHSEର ନିଷ୍ପତ୍ତି।

ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ। ୨୦୨୬ ଯୁକ୍ତ ୨ ପରୀକ୍ଷା ପାଇଁ ଚାଲିଛି ଫର୍ମ ପୂରଣ। କଲେଜ କର୍ତ୍ତୃପକ୍ଷଙ୍କ ନିବେଦନ ପରେ CHSE ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.