ଓଡ଼ିଆ ନ୍ୟୁଜ୍: ହ୍ୟୁମାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୋକ। ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା।ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା। ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ । ତାଙ୍କର ବିୟୋଗ ଆମ ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି।
ସେପଟେ ହ୍ୟୁମାନଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ। ସଙ୍ଗୀତ ଓ ସିନେମା ପାଇଁ ଏକ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାର ପ୍ରତି ଜଣାଇଲେ ସମବେଦନା।ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା।
ସେପଟେ ହ୍ୟୁମାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ। ହ୍ୟୁମାନଙ୍କ ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟକୁ ଛୁଇଁଛି।’ଓଡ଼ିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ’। ବିଜେଡି ପାଇଁ ‘ହେ ନବୀନ ବାବୁ..’ ଗୀତ ଗାଇଥିଲେ ହ୍ୟୁମାନ ସାଗର।