ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ୯ଟାସ୍କ

0

ଓଡ଼ିଆ ନ୍ୟୁଜ୍: ଜିଲ୍ଲାପାଳମାନଙ୍କୁ ସିଏମ ମୋହନ ମାଝୀଙ୍କ ୯ଟି ଟାସ୍କ।ଦୁର୍ନୀତି ହଟାଅ, ସଚ୍ଚୋଟ ଓ ସାଧୁତା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବନି।ଅଧିକ ଫିଲ୍‌ଡ ଭିଜିଟ୍‌ କରିବାକୁ ଦେଲେ ପରାମର୍ଶ.।ଶାସନ ପ୍ରଶାସନରେ ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ବ।ଜିଲ୍ଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ସମାଧାନ କର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମିସନ୍ ପାୱାରକୁ ଗୁରୁତ୍ୱ ଦେଇଛନ୍ତି । ସେ ଜିଲ୍ଲାପାଳଙ୍କ ସମ୍ମିଳନୀରେ ସରକାରୀ ଦପ୍ତରରେ ଓଡ଼ିଆ ଭାଷାର କାର୍ଯ୍ୟକାରିତାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ବିଭିନ୍ନ ବିଭାଗର ଚିଠିପତ୍ର ଓ ବିଜ୍ଞପ୍ତି ଓଡ଼ିଆରେ ଲେଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଓଡ଼ିଆ ଭାଷାକୁ ସରକାରୀ ସ୍ତରରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ କହିଛନ୍ତି ।

Leave A Reply

Your email address will not be published.