ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରଣ

0

ଓଡ଼ିଆ ନ୍ୟୁଜ୍: ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ବିସ୍ଫୋରଣ। ‘ନବୀନ ବାବୁ ମୋତେ ଫୋନ୍ କଲେ, ଗୃହରେ ଅନୁପସ୍ଥିତ ରହିବାକୁ କହିଥିଲେ’।ମୁଁ ତାଙ୍କ ହିସାବରେ ଭୋଟ୍ ଦେବାକୁ ଯାଇନଥିଲି: ଦେବାଶିଷ।’କିଛି ଲୋକ ନବୀନ ବାବୁଙ୍କୁ ଦେଖା କରିବାକୁ ଦେଉ ନାହାଁନ୍ତି’।ଭୂପିନ୍ଦର ସିଂଙ୍କୁ ମଧ୍ୟ ଦେଖା କରାଇଦେଲେନି: ଦେବାଶିଷ।’ମୁଁ ଦେଖା କରିବାକୁ ଚାହୁଁଛି ବୋଲି ନବୀନ ବାବୁଙ୍କୁ ଜଣାଇ ଦିଆଯାଉନି’।

‘ନବୀନ ନିବାସରେ ଥିବା ଆଦିତ୍ୟ ମହାପାତ୍ର ତାଙ୍କ ମାଲିକଙ୍କୁ ପଚାରୁଥିବେ’।ଆମେରିକାରେ ବସିଥିବା ତାଙ୍କ ମାଲିକଙ୍କୁ ପଚାରୁଥିବେ: ଦେବାଶିଷ।’ନିର୍ବାଚନ ବେଳେ ପ୍ରଚାର ମଙ୍ଗ ଧରିଲେନି ନବୀନ, ଏକା ପ୍ରଚାର କଲେ ପାଣ୍ଡିଆନ୍’।’ବିଜୁ ବାବୁ ଓ ନବୀନ ବାବୁଙ୍କ ଫଟୋ ଉଠିଗଲା, ପାଣ୍ଡିଆନଙ୍କ ଫଟୋ ଲାଗିଲା’।ସ୍ୱାଭିମାନ ଓଡ଼ିଆ ସଠିକ୍ ଜବାବ ଦେଲେ କହିଛନ୍ତି ଦେବାଶିଷ।

Leave A Reply

Your email address will not be published.