୨୪ NAC ଓ ୫ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି

0

ଓଡ଼ିଆ ନ୍ୟୁଜ୍: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସରକାରୀ ବିଜ୍ଞପ୍ତି।୧୪ ଜିଲ୍ଲାରେ ୨୪ ନୂଆ NAC ନେଇ ପ୍ରକାଶ ପାଲଲା ତାଲିକା।ସେହିପରି ୩ଟି ଜିଲ୍ଲାର ୫ ନୂଆ ମ୍ୟୁନିସିପାଲିଟି ନେଇ ବିଜ୍ଞପ୍ତି।NAC- ପାଲଲହଡ଼ା, ସିମୁଳିଆ, ସୋହେଲା, ତିହିଡ଼ି, ଧୂଷୁରୀ, ସାଲେପୁର।

ବଡ଼ମ୍ବା, ନରସିଂହପୁର, ଗଁଦିଆ, ଜଗନ୍ନାଥପ୍ରସାଦ, ପାତ୍ରପୁର, ନର୍ଲା।ଜୟପାଟଣା, ଖୋର୍ଦ୍ଧାର ଟାଙ୍ଗୀ, ବୋରିଗୁମ୍ମା, ବେତନଟୀ, ବାଙ୍ଗିରିପୋଷି, ଚିତ୍ରଡ଼ା।କପ୍ତିପଦା, ରାସଗୋବିନ୍ଦପୁର, ବିଷମକଟକ, ବାମରା, ରେଙ୍ଗାଲି, ବୀରମହାରାଜପୁର।୫ ମ୍ୟୁନିସିପାଲଟି ହେଉଛି ବୌଦ୍ଧ, ଭଞ୍ଜନଗର, କବିସୂର୍ଯ୍ୟନଗର, ପୋଲସରା ଓ କରଞ୍ଜିଆ।

Leave A Reply

Your email address will not be published.