ଓଡ଼ିଆ ନ୍ୟୁଜ୍: ପାର୍ବତୀ ଗିରିଙ୍କୁ କାର୍ଯ୍ୟକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି। ସ୍ୱାଧୀନତା ସଂଗ୍ରାମରେ ପାର୍ବତୀ ଗିରିଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା। ମହାନ୍ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ ହେଉଛନ୍ତି ପାର୍ବତୀ ଗିରି।ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ରେ ପାର୍ବତୀ ଗିରିଙ୍କ କଥା। ୧୬ ବର୍ଷରେ ପାର୍ବତୀ ଗିରି ସ୍ୱାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ। ଦେଶ ପାଇଁ ପାର୍ବତୀ ଗିରି ହେଉଛନ୍ତି ପ୍ରେରଣାର ଉତ୍ସ: ମୋଦି।
୨୦୨୫ରେ ଭାରତକୁ ଅନେକ ସଫଳତା ମିଳିଛି।କ୍ରୀଡ଼ାକ୍ଷେତ୍ରରେ ଝିଅମାନେ ଗୌରବ ଆଣିଛନ୍ତି ।ନୂଆ ସଂକଳ୍ପ ସହ ଭାରତକୁ ଆଗକୁ ନେବାକୁ ପଡ଼ିବ । ମନ୍ କି ବାତ୍ ରେ ‘ପାର୍ବତୀ ଗିରି’ଙ୍କ କଥା କହିଲେ ନରେନ୍ଦ୍ର ମୋଦି । ୧୬ ବର୍ଷରେ ପାର୍ବତୀ ଗିରି ସ୍ବାଧୀନତା ସଂଗ୍ରାମରେ ଯୋଗ ଦେଇଥିଲେ । ୨୦୨୬ରେ ‘ପାର୍ବତୀ ଗିରି’ଙ୍କ ଜନ୍ମ ଶତାବ୍ଦୀ ପାଳନ କରାଯିବ । ସମାଜସେବା ଓ ଜନକଲ୍ୟାଣକାରୀ କାର୍ଯ୍ୟରେ ନିଜକୁ ସମର୍ପିତ କରିଥିଲେ । ‘ ପାର୍ବତୀ ଗିରି’ ବହୁତ ଅନାଥ ଆଶ୍ରମ ତିଆରି କରିଥିଲେ । ତାଙ୍କ ଜୀବନଶୈଳୀ ସବୁ ପିଢିଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇ ରହିବ ।