ଶିମିଳିପାଳରେ ତାପମାତ୍ରା ଶୂନ

0

ଓଡ଼ିଆ ନ୍ୟୁଜ୍: ଶିମିଳିପାଳରେ ତାପମାତ୍ରା ‘ଶୂନ’ ରେକର୍ଡ।ଉପରବାରକାମୁଡ଼ାରେ ‘ଶୂନ’ ତାପମାତ୍ରା ନେଇ ସୂଚନା।ଏନେଇ ଆର୍‌ସିସିଏଫ୍‌ କାର୍ଯ୍ୟାଳୟ ପକ୍ଷରୁ ସୂଚନା। ଚହଲାରେ ୨, ବରେଇପାଣି ଓ ଗୁଡୁଗୁଡ଼ିଆରେ ୫ ଡିଗ୍ରୀ। ସେହିପରି ସେମିଳିଗୁଡ଼ାରେ ୪.୧ ଡିଗ୍ରୀ, ଫୁଲବାଣୀ ୫ ଡିଗ୍ରୀ, ରାଉରକେଲାରେ ୫.୧ ଡିଗ୍ରୀ, ଝାରସୁଗୁଡ଼ାରେ ୫.୪ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୭ ଡିଗ୍ରୀ, କିରୋଇରେ ୭.୪ ଡିଗ୍ରୀ, କେନ୍ଦୁଝରରେ ୭.୬ ଡିଗ୍ରୀ, ଚିପିଲିମାରେ ୭.୭ ଡିଗ୍ରୀ, ସୁନ୍ଦରଗଡ଼ ଓ ଭବାନୀପାଟଣାରେ ତାପମାତ୍ରା ୭.୮ ଡିଗ୍ରୀ ରହିଛି।

ଅନୁଗୋଳରେ ତାପମାତ୍ରା ୮ ଡିଗ୍ରୀ ଥିବାବେଳେ କୋରାପୁଟ ଓ ବଲାଙ୍ଗୀରରେ ୮.୫ ଡିଗ୍ରୀ ରହିଛି। ବାରିପଦା ଓ ଢେଙ୍କାନାଳ ୮.୬ ଡିଗ୍ରୀ, ରାଣୀତାଲରେ ୮.୮ ଡିଗ୍ରୀ, ନବରଙ୍ଗପୁର ୯.୫ ଡିଗ୍ରୀ ରହିଛି। ସେହିପରି କଟକ ଓ ସୋନପୁରରେ ୯.୬ ଡିଗ୍ରୀ ତାପମାତ୍ରା ଥିବାବେଳେ ବାଲେଶ୍ବରରେ ୯.୮, ସମ୍ବଲପୁରରେ ୯.୯ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରିହଛି।

Leave A Reply

Your email address will not be published.