ଦେଶବାସୀଙ୍କୁ ରାଷ୍ଟ୍ରପତିଙ୍କ ସମ୍ବୋଧନ

0

ଓଡ଼ିଆ ନ୍ୟୁଜ୍: ଦେଶବାସୀଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସମ୍ବୋଧନ।ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି।’ପୂର୍ବଜମାନେ ଆମକୁ ରାଷ୍ଟ୍ରୀୟ ସାଂସ୍କୃତିକ ଏକତା ଶିଖାଇଛନ୍ତି’।’ରାଷ୍ଟ୍ରର ନବନିର୍ମାଣରେ ଯୁବବର୍ଗଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’।ଜନସେବାରେ ଜନ ପ୍ରତିନିଧିମାନେ କାମ କରୁଛନ୍ତି।ମତଦାନରେ ମହିଳାଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।ମହିଳା ସଶକ୍ତିକରଣର ଏହା ବରିଷ୍ଠ ଉଦାହରଣ।ଦେଶର ବିକାଶରେ ମହିଳାଙ୍କ ଭାଗିଦାରୀ ବଢୁଛି। ଆସନ୍ତାକାଲି ଦେଶ ପାଳିବ ୭୭ତମ ସାଧାରଣତନ୍ତ୍ର ଦିବସ। ଜାତି ଉଦ୍ଦେଶ୍ୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍‌ବୋଧନ।ଗଣତନ୍ତ୍ର ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ। ରାତି ପାହିଲେ ଦେଶ ପାଳିବ ୭୭ ତମ ସାଧାରଣତନ୍ତ୍ର ଦିବସ।ଦେଶ ଓ ଜାତି ଉଦ୍ଦେଶ୍ୟରେ ବାର୍ତ୍ତା ଦେଉଛନ୍ତି ରାଷ୍ଟ୍ରପତି।

Leave A Reply

Your email address will not be published.