ତ୍ରିରଙ୍ଗା ଉଡ଼ାଇଲେ ରାଜ୍ୟପାଳ

0

ଓଡ଼ିଆ ନ୍ୟୁଜ୍: ଭୁବନେଶ୍ବରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ। ଜାତୀୟ ପତାକା ଉତ୍ତୋଳନ କଲେ ରାଜ୍ୟପାଳ। ଗାନ୍ଧି ମାର୍ଗରେ ଭବ୍ୟ ପରେଡ୍ ଆରମ୍ଭ। ଅଭିବାଦନ ଗ୍ରହଣ କରୁଛନ୍ତି ରାଜ୍ୟପାଳ।ପରେଡ୍‌ରେ ୫୪ଟି କଣ୍ଟିଜେଣ୍ଟଙ୍କ ଅଂଶଗ୍ରହଣ।

ଏହିଅବସରରେ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ପତାକା ଉତ୍ତୋଳନ ସମାରୋହ ଅନୁଷ୍ଠିତ । ଜନପଥରେ ଗଣତନ୍ତ୍ର ଦିବସ ଅବସରରେ ପତାକା ଉତ୍ତୋଳନ କରିଲେ ରାଜ୍ୟପାଳ ହରିବାବୁ କମ୍ଭମପତି । ଏହାସହିତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମଧ୍ୟ ଉପସ୍ଥିତ ରହିଥିଲେ । ସେହିପରି ଅନେକ ବରିଷ୍ଠ ଅଧିକାରୀ ଗଣତନ୍ତ୍ର ଦିବସ ଅବସରରେ ଗାନ୍ଧୀମାର୍ଗରେ ଉପସ୍ଥିତ ରହିଥିଲେ ।

Leave A Reply

Your email address will not be published.