୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌

0

ଓଡ଼ିଆ ନ୍ୟୁଜ୍: ୪ ସହର ହେବ କମନ ଇକୋନୋମିକ୍‌ ଜୋନ୍‌।ପୁରୀ, ପାରାଦୀପ, ଭୁବନେଶ୍ୱର, କଟକ ହେବ ‘କମନ ଇକୋନୋମିକ୍‌ ଜୋନ୍‌’।୨୦୨୭ ସୁଦ୍ଧା ୪ଟି ସହରକୁ ନେଇ କରାଯିବ ‘କମନ ଇକୋନୋମିକ୍‌ ଜୋନ୍‌।ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ‘ଏହିଠାରୁ ହିଁ ରାଜ୍ୟ ଅର୍ଥନୀତିର ୩୩ ପ୍ରିତିଶତ ଆସିବ।

କମନ ଇକୋନୋମିକ୍ ଜୋନ୍ ହେଉଛି ଏକ ଆନ୍ତର୍ଜାତିକ ଚୁକ୍ତି କିମ୍ବା ଅଞ୍ଚଳ ଯେଉଁଠାରେ ଏକାଧିକ ଦେଶ ମିଶି ଏକ ସାଧାରଣ ଅର୍ଥନୈତିକ କ୍ଷେତ୍ର ଗଠନ କରନ୍ତି। ଏହାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସେହି ଦେଶମାନଙ୍କ ମଧ୍ୟରେ ପଣ୍ୟ, ସେବା, ପୁଞ୍ଜି ଏବଂ ଶ୍ରମର ମୁକ୍ତ ଚଳାଚଳ ସୁନିଶ୍ଚିତ କରିବା।

Leave A Reply

Your email address will not be published.