ଇନଷ୍ଟାରେ ମୋଦିଙ୍କ ଫଲୋଅର୍ସ ୧୦ କୋଟି ପାର୍

0

ଓଡ଼ିଆ ନ୍ୟୁଜ୍: ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନଷ୍ଟାଗ୍ରାମ ଫଲୋଅର୍ସ ସଂଖ୍ୟା ୧୦୦ ମିଲିୟନ ଟପିଲା।ବିଶ୍ବର ପ୍ରଥମ ରାଜନେତା ଭାବେ ମୋଦିଙ୍କ ଐତିହାସିକ ମାଇଲଷ୍ଟୋନ୍ଇ। ୨୦୧୪ରେ ଇନଷ୍ଟାଗ୍ରାମରେ ଯୋଗ ଦେଇଥିଲେ ମୋଦି। ୪୩.୨ ମିଲିୟନ ଫଲୋଅର୍ସ ସହିତ ଦ୍ବିତୀୟ ସ୍ଥାନରେ ଅଛନ୍ତି ଡୋନାଲ୍ଡ ଟ୍ରମ୍ପନଷ୍ଟାଗ୍ରାମରେ ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ରେକର୍ଡ । ପ୍ରଥମ ବିଶ୍ୱନେତା ଭାବେ ରଚିଲେ ଇତିହାସ । ଅତିକ୍ରମ କଲେ ୧୦୦ ମିଲିୟନ ଫଲୋଅର୍ସ । ଏହାସହ ସେ ବିଶ୍ୱର ଅନ୍ୟ ଟପ୍ ନେତାଙ୍କୁ ପଛରେ ପକାଇ ଦେଇଛନ୍ତି । ଇନଷ୍ଟାରେ ସବୁଠୁ ଲୋକପ୍ରିୟ ନେତା ଭାବେ ସେ ରେକର୍ଡ ପ୍ରତିଷ୍ଠା କରିଛନ୍ତି ।

୨୦୧୪ରେ ପ୍ରଧାନମନ୍ତ୍ରୀ ଇନଷ୍ଟାରେ ଯୋଗ ଦେଇଥିଲେ । ଗତ ୧୨ ବର୍ଷ ହେଲା ତାଙ୍କ ପ୍ରୋଫାଇଲ୍ ଏବଂ ଆକାଉଣ୍ଟ ବିଶ୍ୱରେ ଏକ ସବୁଠୁ ଏନଗେଜିଂ ଆକାଉଣ୍ଟ ଭାବେ ପ୍ରତିଷ୍ଠା ଅର୍ଜନ କରିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କଠୁ ମୋଦୀଙ୍କ ଦୁଇଗୁଣା ଅଧିକ ଫଲୋଅର୍ସ ଅଛନ୍ତି । ବିଶ୍ୱର ଟପ୍ ୫ ବଡ ନେତାଙ୍କ ଇନଷ୍ଟା ଫଲୋଅର୍ସଙ୍କ ସଂଖ୍ୟାକୁ ମିଶାଇଲେ ମଧ୍ୟ ମୋଦୀଙ୍କ ସମକକ୍ଷ ହୋଇପାରିବନି ।

Leave A Reply

Your email address will not be published.