ମଧ୍ୟପ୍ରାଚ୍ୟରେ ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ଜାରି

0

ଓଡ଼ିଆ ନ୍ୟୁଜ୍: ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି।ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି।ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ।ଓଡ଼ିଶା ପରିବାର, ଗୃହ ବିଭାଗ ଓ ଶ୍ରମ ନିର୍ଦ୍ଦେଶାଳୟ ପକ୍ଷରୁ ବୈଠକ।ବୈଦେଶିକ ମନ୍ତ୍ରାଳୟ-୮୦୦୪୬୩୪୨, ହ୍ବାଟ୍ସଆପ୍‌-୯୭୧୫୪୩୦୯୦୫୭୧।ଓଡ଼ିଶା ପରିବାର ସ୍ବତନ୍ତ୍ର ଅଧିକାରୀ-୯୫୮୩୩୨୧୯୬୪ଙ୍କୁ ସମ୍ପର୍କ କରିପାରିବେ।

ଓଡ଼ିଶା ପରିବାର ସ୍ଵତନ୍ତ୍ର କାର୍ଯ୍ୟରତ ଅଧିକାରୀ ପ୍ରିତିଶ ପଣ୍ଡାଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତ କରାଯାଇଛି । ତାଙ୍କ ନମ୍ୱର ୯୫୮୩୩୨୧୯୬୪ ମଧ୍ୟ ସାର୍ବଜନୀନ ରହିଛି । ଶ୍ରମ ବିଭାଗ ସମ୍ପୂର୍ଣ୍ଣ ସ୍ଥିତି ଉପରେ ନିରୀକ୍ଷଣ ରଖିଛି । କେନ୍ଦ୍ର ସରକାରଙ୍କ ସହ ନିରନ୍ତର ଯୋଗାଯୋଗ ଚାଲିଛି । ଯେଉଁମାନେ ବି ଓଡ଼ିଆ ଅଛନ୍ତି ସମସ୍ତଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯିବ ବୋଲି ଶ୍ରମ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ କହିଛନ୍ତି ।

Leave A Reply

Your email address will not be published.