ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ ଟଙ୍କା

0

ଓଡ଼ିଆ ନ୍ୟୁଜ୍: ଆକାଉଣ୍ଟକୁ ଆସିଲା ପିଏମ୍ କିଷାନ ଯୋଜନାର ୨୨ତମ କିସ୍ତି।ଆସାମ ଗୌହାଟୀରେ ବିତରଣ କଲେ ପ୍ରଧାନମନ୍ତ୍ରୀ ମୋଦି। ଚାଷୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା। ରିଲିଜ ହେଲା ମୋଟ୍ ୧୮,୬୪୦ କୋଟି ଟଙ୍କା। ମୋଟ୍ ୯ କୋଟି ୩୨ ଲକ୍ଷ ଚାଷୀ ଉପକୃତ।

ଆସାମର ଗୌହାଟୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ କିଷାନ ସମ୍ମାନ ନିଧିର ୨୨ତମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି । ୨୨ତମ କିସ୍ତିରେ ଦେଶର ୯. ୩୨ କୋଟି କୃଷକଙ୍କୁ ପ୍ରାୟ ୧୯ ହଜାର କୋଟି ଟଙ୍କା ପ୍ରଦାନ କରାଯାଇଛି । ଏହି କାର୍ଯ୍ୟକ୍ରମ ସବୁ ରାଜ୍ୟର ଜିଲ୍ଲା, ବ୍ଲକ, ପଞ୍ଚାୟତ, ପ୍ୟାକ୍ସ ଓ ମଣ୍ଡିରେ ଆୟୋଜନ କରାଯାଇଛି । ପ୍ରଧାନମନ୍ତ୍ରୀ ଏହି ଅବସରରେ ଦେଶର କୃଷକମାନଙ୍କୁ ଉଦ୍ବୋଧନ ଦେଇଛନ୍ତି ।

Leave A Reply

Your email address will not be published.