ଓଡ଼ିଆ ନ୍ୟୁଜ୍: ରାଜ୍ୟର ୧୪ଟି ବିଶ୍ବବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ। ପ୍ରଫେସର ଚଣ୍ଡୀପ୍ରସାଦ ନନ୍ଦ ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି।ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର ରେଭେନ୍ସା ବିଶ୍ବବିଦ୍ୟାଳୟ କୁଳପତି।ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ଫକୀର ମୋହନ ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ସଞ୍ଜୟ କୁମାର ପାତ୍ର ଧରଣୀଧର ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ଅସୀମା ସାହୁ ଖଲ୍ଲିକୋଟ ୟୁନିଟାରୀ ବିଶ୍ବବିଦ୍ୟାଳୟ କୁଳପତି।
ପ୍ରଫେସର ପବନ କୁମାର ଅଗ୍ରୱାଲ ମା ମାଣିକେଶ୍ବରୀ ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ଶିବରାମ ତ୍ରିପାଠୀ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟ କୁଳପତି।ପ୍ରଫେସର ମହେନ୍ଦ୍ର କୁମାର ମହାନ୍ତି MSCBD ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ବିଭୂତି ଭୂଷଣ ମଲିକ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ଜ୍ୟୋସ୍ନା କେବି ରାଉତ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟ କୁଳପତି।ପ୍ରଫେସର ପ୍ରଭାତ କୁମାର ମହାପାତ୍ର ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ବବିଦ୍ୟାଳୟ କୁଳପତି। ପ୍ରଫେସର ହୃଷିକେଶ ସେନାପତି ବିକ୍ରମ ଦେବ ବିଶ୍ବବିଦ୍ୟାଳୟ କୁଳପତି।ପ୍ରଫେସର ସତ୍ୟନାରାୟଣ ଆଚାର୍ଯ୍ୟ ଓଡ଼ିଆ ବିଶ୍ବବିଦ୍ୟାଳୟ କୁଳପତି।