ମଞ୍ଜୁଲତା-ମୁକ୍ତିକାନ୍ତ ବିଜେଡିରୁ ସସ୍‌ପେଣ୍ଡ

0

ଓଡ଼ିଆ ନ୍ୟୁଜ୍: ମଞ୍ଜୁଲତା ମଣ୍ଡଳ ଓ ମୁକ୍ତିକାନ୍ତ ମଣ୍ଡଳ ବିଜେଡିରୁ ସସ୍‌ପେଣ୍ଡ୍‌।ଭଦ୍ରକର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ସସ୍‌ପେଣ୍ଡ୍‌। ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ସସ୍‌ପେଣ୍ଡ୍‌।ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ସସ୍‌ପେଣ୍ଡ୍‌।

ନିଲମ୍ବିତ ପରେ ମୁକ୍ତିକାନ୍ତ ମଣ୍ଡଳ କହିଛନ୍ତି, କାହିଁକି ସସ୍ପେଣ୍ଡ କରାଗଲା ମୁଁ ଜାଣିନି । ମୁଁ କୌଣସି ପ୍ରକାର ଦଳବିରୋଧୀ କାର୍ଯ୍ୟ କରିନାହିଁ । ସରପଞ୍ଚରୁ ମୋର ରାଜନୈତିକ କ୍ୟାରିୟର ଆରମ୍ଭ । କେହି ଅସହିଷ୍ଣୁ ବ୍ୟକ୍ତିବିଶେଷ କିଛି ରିପୋର୍ଟ କରିଥାଇ ପାରନ୍ତି ବୋଲି ସେ କହିଛନ୍ତି ।

 

Leave A Reply

Your email address will not be published.